ବିଶେଷ ଖବର ସାମୁଦ୍ରିକ କଇଁଛଙ୍କ ଗଣ ଅଣ୍ଡାଦାନ ସମୟ ଆସିଲା, ସୁରକ୍ଷା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ ଭୁବନେଶ୍ୱର: ୨୦୨୫-୨୬ ଗଣ ଅଣ୍ଡାଦାନ ଋତୁକୁ ଦୃଷ୍ଟିରେ ରଖି ଅଲିଭ୍ ରିଡଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ଗଠିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର…