ଆଜିର ଖବର ଆରମ୍ଭ ହେଲା ଯୁକ୍ତ ଦୁଇ ନାମ ଲେଖା ପ୍ରକ୍ରିୟା : ଆବେଦନର ଶେଷ ତାରିଖ ଜୁନ୍ ୨୦ ଆସନ୍ତା ୨୦୧୯-୨୦ ଶିକ୍ଷା ବର୍ଷରେ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଗୁରୁବାରଠାରୁ ଆରମ୍ଭ ହୋଇଛି। ଉଭୟ ଅନଲାଇନ ଏବଂ ଅଫଲାଇନରେ ଛାତ୍ରଛାତ୍ରୀମାନେ ନାମଲେଖା ପ୍ରକ୍ରିୟାରେ ସାମିଲ ହୋଇପାରିବେ।…