ଆଜିର ଖବର ଲଘୁଚାପ ସୃଷ୍ଟି : ସାତୋଟି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଭୁବନେଶ୍ବର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ତିନି ଦିନ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।…