ଆଜିର ଖବର OTET-୨୦୨୫ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାର ପର୍ଦ୍ଦାଫାସ: ଛଅ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଭୁବନେଶ୍ଵର: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡିଶା ଆନୁକୁଲ୍ୟରେ ଆୟୋଜିତ ହେବାକୁ ଥିବା OTET-୨୦୨୫ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାର ପର୍ଦ୍ଦାଫାସ କରିଛି କ୍ରାଇମବ୍ରାଞ୍ଚ। ଏହି ଘଟଣାରେ…