ଆଞ୍ଚଳିକ ଆଉଟରିଚ୍ ପକ୍ଷରୁ କବିତା ଆସର ଓ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ରଞ୍ଜିତ ପଣ୍ଡା ତିର୍ତୋଲ/ଜଗତସିଂହପୁର : ସାମାଜିକ ସଂଗଠନ ଆଉଟରିଚ ପକ୍ଷରୁ ନରୁଆ ଛକ ସାଗବାରିଆ ସ୍ଥିତ ଜ୍ଞାନ ବିକାଶ କ୍ଲବ ପରିସରରେ ଏକ ସାରସ୍ୱତ ବନ୍ଧୁ ମିଳନ,…