ଆଜିର ଖବର କରୋନା ଟିକାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷା ପୁଣେର ସେରମ୍ ପ୍ରତିଷ୍ଠାନରେ କରିବାକୁ ଡିସିଜିଆଇର ଅନୁମତି ନୂଆଦିଲ୍ଲୀ: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଅଷ୍ଟ୍ରାଜେନିକା କଂପାନୀର ମିଳିତ ଉଦ୍ୟମରେ ପ୍ରସ୍ତୁତ ହୋଇଥିବା କୋଭିଡ୍-19 ଟିକା କୋଭିସିଲ୍ର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷା ପୁଣେ ସ୍ଥିତ…