ଜାତୀୟ ଖବର ଦିଲ୍ଲୀ ବାୟୁ ପ୍ରଦୂଷଣ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ବୈଠକ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର ଦିଲ୍ଲୀରେ ବାୟୁ ପ୍ରଦୂଷଣ ମୁକାବିଲା ପାଇଁ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଦିଲ୍ଲୀରେ ବାୟୁ…