ଜାତୀୟ ଖବର ଓନାମ ଉତ୍ସବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓନାମ୍ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓନାମ ପର୍ବକୁ ନେଇ ସେ କହିଛନ୍ତି ଯେ, “ଏହି ପର୍ବ ଏକତା, ଆଶା…