ଆଜିର ଖବର ପୁରୀରେ ଫନି କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରି ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ସର୍କଟ ହାଉସ୍ରେ ବାତ୍ୟା ଫନିର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ସୂଚନାଯୋଗ୍ୟ, ମେ ୩ ତାରିଖରେ ପ୍ରଳୟଙ୍କାରୀ…