ଆଜିର ଖବର ପ୍ୟାକ୍ସ ଗୁଡ଼ିକ ଗୋଟିଏ ଗୋଟିଏ ୱାନ୍-ଷ୍ଟପ୍ ସପ୍ ଭଳି କାର୍ଯ୍ୟ କରିବ: ରାଜେଶ ପ୍ରଭାକର ପାଟିଲ ଭୁବନେଶ୍ଵର: ପ୍ରାଥମିକ କୃଷି ସମବାୟ ସମିତି (PACS)ର କମ୍ପ୍ୟୁଟରୀକରଣ ଏବଂ ନିବନ୍ଧକ ସମବାୟ ସମିତି ସମୂହ କାର୍ଯ୍ୟାଳୟ (RCS) ଓଡ଼ିଶାର କମ୍ପ୍ୟୁଟରୀକରଣ ଉପରେ ଏକ ଦିନିକିଆ କର୍ମଶାଳା…