ଆଜିର ଖବର ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ ଭୁବନେଶ୍ଵର: ଚଳିତ ଖରିଫ ଋତୁରେ ଚାଷୀମାନଙ୍କୁ ସେମାନଙ୍କର ଧାନ ବିକ୍ରୟର ସର୍ବନିମ୍ନ ସହାୟତା ମୂଲ୍ୟ ଏବଂ ଇନ୍ପୁଟ ସହାୟତା ପ୍ରଦାନ ଦିଗରେ ରାଜ୍ୟ ସରକାର ତ୍ୱରିତ ପଦକ୍ଷେପ…