ଆଜିର ଖବର ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା, କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କା ଭୁବନେଶ୍ବର: ନଭେମ୍ବର ମାସ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା। ଆଜି ଲୋକସେବା ଭବନରେ ମନ୍ତ୍ରୀସ୍ତରୀୟ ବୈଠକରେ ଏହି ହୋଇଛି ନିଷ୍ପତ୍ତି। ବୈଠକରେ ପରେ ଏନେଇ…