ଆଜିର ଖବର ଦୁଇ ନୁହେଁ ଓଡିଶାରୁ ଚାରିଜଣଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ, ରାଷ୍ଟ୍ରପତି ଦେବେ ଏହି ପୁରସ୍କାର ନୂଆଦିଲ୍ଲୀ: ଦୁଇଜଣ ନୁହଁନ୍ତି ଓଡିଶାରୁ ଚାରିଜଣଙ୍କୁ ମିଳିବ ପଦ୍ମ ପୁରସ୍କାର। ଏ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଗତକାଲି ଘୋଷଣା କରାଯାଇଛି। ଓଡିଶାରୁ ଯେଉଁମାନେ ମନୋନିତ ହୋଇଛନ୍ତି…