ଆଜିର ଖବର ୪୦୦ ବନ୍ଦୀଙ୍କୁ ମୁକ୍ତ କରିବାକୁ ଭାରତର ଦାବି ପାକିସ୍ତାନର ବିଭିନ୍ନ ଜେଲ୍ରେ ବନ୍ଦୀ ଥିବା ୪୦୦ ଭାରତୀୟଙ୍କୁ ମୁକ୍ତ କରିବା ଲାଗି ଭାରତ ପାକିସ୍ତାନ ନିକଟରେ ଦାବି କରିଛି। ଏହି ବନ୍ଦୀମାନଙ୍କ ମଧ୍ୟରେ ୩୮୫ ଜଣ…