PanchayatElection ଆଜି ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ, ୫୨୦ ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ ଭୁବନେଶ୍ବର: ଆଜି ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ପର୍ଯ୍ୟାୟରେ ୨୫ଟି ଜିଲ୍ଲାର ୪୮ଟି ବ୍ଲକରେ ହେବ ଏହି ମତଦାନ। ଆଜି ସକାଳ ସାତଟାରୁ…