PanchayatElection ଜାଣନ୍ତୁ ଏଥର କେମିତି ହେବ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ପକ୍ରିୟା ଭୁବନେଶ୍ୱର: ତ୍ରିରସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଓ ମତଗଣନା କାର୍ଯ୍ୟ କୋଭିଡ୍-୧୯ ନିୟମାବଳୀର କଡ଼ାକଡ଼ି ଅନୁପାଳନ ସହ ହେବ। ମତଦାନର ପୂର୍ବଦିନ ନିର୍ଦ୍ଧାରିତ ମତଦାନ କେନ୍ଦ୍ରକୁ…