ବିଶେଷ ଖବର ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍ରେ ପରୀକ୍ଷାର ସମୟ। ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ…