ଆଜିର ଖବର ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା ଭୁବନେଶ୍ୱର: ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା । ଖଣ୍ଡଗିରି ଥାନା ଧର୍ମବିହାର ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଦୁର୍ବୃତ୍ତମାନେ କାର ଓ ବାଇକକୁ…