patakura

କେନ୍ଦ୍ରାପଡା ଜିଲ୍ଲାର ବରିଷ୍ଠ ବିଜେଡି ନେତା ବେଦ ପ୍ରକାଶ ଅଗ୍ରୱାଲଙ୍କ ପରଲୋକ ହୋଇଯାଇଛି। ସେ ଚଳିତ ନିର୍ବାଚନରେ ପାଟକୁରାରୁ ବିଜେଡି ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିଲେ। ବେଦପ୍ରକାଶ…