ଆଜିର ଖବର କୋରୋନା ମୁକାବିଲା : ହୋଟେଲ ପାଟଳୀପୁତ୍ରକୁ 200 ଶଯ୍ୟା ବିଶିଷ୍ଟ ହସ୍ପିଟାଲରେ ପରିଣତ କଲେ ବିହାର ସରକାର ପାଟନା : ଦେଶରେ କୋରୋନା ଭାଇରସ୍ର ବର୍ଦ୍ଧିତ ପ୍ରଭାବକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି । ବିହାର ସରକାରଙ୍କ ପକ୍ଷରୁ ହୋଟେଲ ପାଟଳୀପୁତ୍ରକୁ ଏକ 200…