ଆଜିର ଖବର ନିର୍ବାଚନ ପରେ ଇନ୍ଧନ ମୂଲ୍ୟ ବୃଦ୍ଧି ହେବା ନେଇ କେନ୍ଦ୍ରକୁ ନିଶାନା କଲେ ବିଜୟ ତାମିଲନାଡୁ: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ରାଜ୍ୟରେ କ୍ଷମତା ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ।…