ଅନ୍ତରାଷ୍ଟ୍ରୀୟ ବ୍ରିକ୍ସ ପାଇଁ ଉଡାଣ ଭରିବା ପରେ ଟ୍ରମ୍ପଙ୍କୁ ତାଚ୍ଛଲ୍ୟ କଲେ ଇରାନ ରାଷ୍ଟ୍ରପତି: ଭାରତକୁ ପ୍ରଶଂସା ନୂଆଦିଲ୍ଲୀ: ରାଷ୍ଟ୍ରପତି ମସୁଦ ପେଜେସ୍କିଆନ ଆଜି ୧୮ତମ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ତେହେରାନରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ସେ କହିଛନ୍ତି ଯେ, ଏହି ଗୋଷ୍ଠୀର…