ଆଜିର ଖବର ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ପିଲିଭିତର ପୂର୍ବତନ ବିଜେପି ସାଂସଦ ବରୁଣ ଗାନ୍ଧୀ ତାଙ୍କ ପରିବାର ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ସାକ୍ଷାତ ସମୟରେ ତାଙ୍କ ପତ୍ନୀ…