ଆଜିର ଖବର ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା ନୂଆଦିଲ୍ଲୀ: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ୧୧୦ ଜଣ ସୈନିକଙ୍କୁ ନେଇଯାଉଥିଲା। ସୂଚନା ଅନୁଯାୟୀ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ…