ଆଜିର ଖବର ଗଂଜାମ ଜିଲ୍ଲାରେ କାଲିଠାରୁ ପ୍ଲାଜମା ଥେରାପି, ଜାଣନ୍ତୁ ଆଉ କ’ଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର, ରାଜ୍ୟରେ ସବୁଠାରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଥିବା ଏବଂ ମୃତ୍ୟୁମୁଖରେ ପଡିଥିବା ଗଂଜାମ ଜିଲ୍ଲାରେ ଆସନ୍ତାକାଲିଠାରୁ ପ୍ଲାଜମା ଥେରାପି ଆରମ୍ଭ କରାଯିବ। ଗଞ୍ଜାମ ଜିଲ୍ଲାରେ…