ଆଜିର ଖବର ଆଜି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଭୁବନେଶ୍ବରରେ କରିବେ ରୋଡ ସୋ ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବରରେ ରୋଡ ସୋ କରିବେ। ଆଜି ସନ୍ଧ୍ୟା ୬ ଟା ସମୟରେ ମୋଦୀ ଭୁବନେଶ୍ବର ମାଷ୍ଟର କ୍ୟାଣ୍ଟିନରୁ ବାହାରି ବାଣୀବିହାର…