ଆଜିର ଖବର ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରୀ) -…