ଜାତୀୟ ଖବର ଗୁଜୁରାଟ ଗସ୍ତରେ ପ୍ରଧାନମନ୍ତ୍ରୀ , ୧୪,୫୦୦ କୋଟି ଟଙ୍କା ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ଆସନ୍ତା ୧୧ ଅକ୍ଟୋବର ପର୍ୟ୍ୟନ୍ତ ଗୁଜରାଟର ଗସ୍ତରେ ରହିବେ। ପ୍ରଧାନମନ୍ତ୍ରୀ ଆଜି ମେହସାନାର ମୋଧେରାରେ ସନ୍ଧ୍ୟା ପ୍ରାୟ ସାଢ଼େ…