ଆଜିର ଖବର ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ଏପର୍ଯ୍ୟନ୍ତ ଚାଷୀମାନଙ୍କୁ ମୋଟ ୨୨ଟି କିସ୍ତି ପ୍ରଦାନ କରାଯାଇଛି। ଏହି ଯୋଜନା ଅଧୀନରେ,…