ଆଜିର ଖବର ପ୍ରଗତି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା: ଓଡ଼ିଶା ସମେତ ୭ଟି ରାଜ୍ୟର ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ସମୀକ୍ଷା ବ୍ୟୁରୋ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକ୍ରିୟ ପ୍ରଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟାନ୍ୱୟନ ଲାଗି ଉଦ୍ଦିଷ୍ଟ ଆଇସିଟି ଆଧାରିତ ବହୁମୁଖୀ ମଂଚ-ପ୍ରଗତି ଜରିଆରେ ୩୦ତମ…