ଆଜିର ଖବର ନେଦରଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହେଗରେ ଏକ ଭାରତୀୟ ସମ୍ପ୍ରଦାୟର ସ୍ୱାଗତ ସମାରୋହରେ ଯୋଗଦେଇଥିଲେ। ସେଠାରେ ପହଞ୍ଚିବା ପରେ, ନେଦରଲ୍ୟାଣ୍ଡରେ ବସବାସ କରୁଥିବା ଭାରତୀୟ ପ୍ରବାସୀ…