ଆଜିର ଖବର ଆଜି କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ: ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର କରିବେ ଉଦଘାଟନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ। ସକାଳ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ ‘ଦ ଆର୍ଟ ଅଫ୍ ଲିଭିଂ ’…