ବିଶେଷ ଖବର ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ: ଆଳୁ ଏବଂ ପୋଲାଭରମ ସମସ୍ୟା ଉପରେ ଜାଣନ୍ତୁ କ’ଣ କହିଲେ? ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ନୂଆଦିଲ୍ଲୀ ଗସ୍ତ ଶେଷ କରି ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତର ସଫଳତାରେ ଖୁସିବ୍ୟକ୍ତ କରି ବିମାନ…