ଆଜିର ଖବର ଏଣିକି ପୋଲିସ ନିଯୁକ୍ତି ପରୀକ୍ଷା କରିବ ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଭୁବନେଶ୍ବର: ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ ବା Police Recruitment Board ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ…