ଆଜିର ଖବର ତଥ୍ୟ ଲୁଚାଇବା ନେଇ ପ୍ରତିରକ୍ଷା ସଚିବ ଏବଂ ପୋଲିସ ମୁଖ୍ୟଙ୍କୁ ଇସ୍ତଫା ଦେବାକୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ଶ୍ରୀଲଙ୍କାର କଲୋମ୍ବୋରେ ଗତ ରବିବାର ଦିନ ଘଟି ଯାଇଥିବା ଆତ୍ମଘାତୀ ବିସ୍ଫୋରଣ ଘଟଣାରେ ଶ୍ରୀଲଙ୍କାର ରାଷ୍ଟ୍ରପତି ମୈଥ୍ରିପାଲା ସିରିସେନା ଦେଶର ସୁରକ୍ଷା ଦାୟିତ୍ବରେ ଥିବା ଦୁଇ ଶୀର୍ଷ…