ଆଜିର ଖବର ପୂର୍ବତନ ବ୍ଲକ ବିଜେଡି ସଭାପତିଙ୍କ ଭାଇଙ୍କୁ ଆକ୍ରମଣ ଘଟଣା : ଦୁଇ ଅଭିଯୁକ୍ତଙ୍କୁ ଅଟକ ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର : କୁକୁଡାଖଣ୍ଡି ସଦର ଥାନା ଅନ୍ତର୍ଗତ ରୋହିଗାଁ ଗ୍ରାମରେ ରାଜନୈତିକ ଶତ୍ରୁତାକୁ ନେଇ ପୂର୍ବରୁ ଅନେକ ଆକ୍ରମଣ ଘଟିଛି । ଏପରିକି…