ଜାତୀୟ ଖବର ତାମିଲନାଡୁ ରାଜନୀତିରେ ତୀବ୍ର ହେଲା ବାକ୍ଯୁଦ୍ଧ: ବିଜୟଙ୍କୁ ଟାର୍ଗେଟ କଲେ ଷ୍ଟାଲିନ ଚେନ୍ନାଇ : ତାମିଲନାଡୁ ରାଜନୀତିରେ ଶାସକ ଓ ବିରୋଧୀଙ୍କ ମଧ୍ୟରେ ବାକ୍ଯୁଦ୍ଧ ଆହୁରି ତୀବ୍ର ହୋଇଛି। ଦ୍ରାବିଡ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମ.କେ. ଷ୍ଟାଲିନ ତାମିଲାଗା…