ଜାତୀୟ ଖବର ‘ଦିଲ୍ଲୀ ସରକାରଙ୍କ ଉତ୍ତରରେ ଆମେ ସନ୍ତୁଷ୍ଟ ନୁହଁ’: ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ ନୂଆଦିଲ୍ଲୀ: ଆଜିକାଲି ଦେଶର ରାଜଧାନୀରେ ପ୍ରଦୂଷଣ ବୃଦ୍ଧି ପାଉଛି। ରାଜଧାନୀରେ ପ୍ରଦୂଷଣ ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ଦିଲ୍ଲୀ ସରକାରଙ୍କ ଉତ୍ତରରେ ସନ୍ତୁଷ୍ଟ…