ଜାତୀୟ ଖବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶ୍ରୀରାମ ଜନ୍ମଭୂମି ମନ୍ଦିର ପ୍ରତି ଉତ୍ସର୍ଗୀତ ଛଅଟି ସ୍ମାରକୀ ଡାକଟିକଟ ଉନ୍ମୋଚିତ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀରାମ ଜନ୍ମଭୂମି ମନ୍ଦିରକୁ ଉତ୍ସର୍ଗ କରାଯାଇଥିବା ଛଅଟି ସ୍ୱତନ୍ତ୍ର ସ୍ମାରକୀ ଡାକଟିକଟର ଉନ୍ମୋଚନ କରିଛନ୍ତି। ଏଥିସହ ଶ୍ରୀ ମୋଦୀ ପ୍ରଭୁ…