ଆଜିର ଖବର ରାସ୍ତା ପ୍ରଶସ୍ତିକରଣ ପାଇଁ ଅର୍ଥ ମଞ୍ଜୁର: ମୁଖ୍ୟମନ୍ତ୍ରୀ ଓ ପୂର୍ତ୍ତ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଯୋଗାଯୋଗ ଓ ଭିତ୍ତିଭୂମିକୁ ମଜବୁତ୍ କରିବା ଦିଗରେ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। କୋନିଷି–ଡୁମୁଡୁମି–ମନ୍ଦ୍ରାଜପୁର (ODR) ରାସ୍ତାର ପ୍ରଶସ୍ତିକରଣ ପାଇଁ ୧୬…