ଆଜିର ଖବର ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି। ଏହି ଉପନିର୍ବାଚନ ପାଇଁ ବିଜେପି ତରଫରୁ ପ୍ରାର୍ଥୀ ହୋଇଛନ୍ତି ପ୍ରଦୀପ ପୁରୋହିତ। ଆଜି ଏ ନେଇ…