ବିଶେଷ ଖବର ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା ଭୁବନେଶ୍ବର: ଓଡିଆ ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କର ଆଜି ପରଲୋକ ହୋଇଯାଇଛି। ବୟସାଧିକ ବ୍ୟାଧି ଯୋଗୁଁ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…