ଆଜିର ଖବର ଟାଙ୍ଗୀ ଚାନ୍ଦପୁର ରାସ୍ତାର ପ୍ରଶସ୍ତିକରଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ ଖୋର୍ଦ୍ଧା: ଆଜି ଟାଙ୍ଗୀ ଚାନ୍ଦପୁର ରାସ୍ତାର ପ୍ରଶସ୍ତିକରଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଅବସରରେ ବାଚସ୍ପତି ତଥା ରଣପୁର ବିଧାୟିକା ଶ୍ରୀମତୀ ସୁରମା ପାଢୀ,…