ଆଜିର ଖବର ବିଜେଡିରୁ ଇସ୍ତଫା ଦେଲେ ମୋରଡା ବିଧାୟକ ପ୍ରବୀଣ ଭଞ୍ଜଦେଓ ବିଜେଡିରୁ ଇସ୍ତଫା ପ୍ରଦାନ କରିଛନ୍ତି ମୋରଡା ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ। ଶ୍ରୀ ଭଞ୍ଜଦେଓ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିବା ସହିତ ଜିଲ୍ଲା…