ଜାତୀୟ ଖବର କେନ୍ଦ୍ର ପ୍ରାକ ବଜେଟ ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଲେ ଏହି ପ୍ରସ୍ତାବ ନୂଆଦିଲ୍ଲୀ: ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତି ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ରାଜସ୍ଥାନର ଜୈସଲମେର ଠାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…