ଜାତୀୟ ଖବର ବଙ୍ଗଳାରେ ଲାଗୁ ହେବ କି ରାଷ୍ଟ୍ରପତି ଶାସନ?, ସନ୍ଦେଶଖାଲିରୁ ଫେରି ରାଷ୍ଟ୍ରପତିଙ୍କୁ ରିପୋର୍ଟ ଦେଲେ ଏନସିଡବ୍ଲୁ ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଉତ୍ତର ୨୪ ପରଗାନା ଜିଲ୍ଲାର ସନ୍ଦେଶଖାଲିର ହିଂସା ରିପୋର୍ଟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟରେ ଦାଖଲ କରାଯାଇଛି। ଏହି ରିପୋର୍ଟରେ ପଶ୍ଚିମବଙ୍ଗର ଅବସ୍ଥା ସମ୍ପର୍କରେ…