ଜାତୀୟ ଖବର ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷା ନେଇ ମୁଖ୍ୟ ଶାସନ ସଚିବ କଲେ ବୈଠକ ଭୁବନେଶ୍ଚର: ଚଳିତ ଫେବୃୟାରୀ ୨୮ ରୁ ଆଗାମୀ ମାର୍ଚ୍ଚ ୨ ତାରିଖ ମଧ୍ୟରେ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଓ ମୟୂରଭଂଜ,…