President to Visit Odisha

ଭୁବନେଶ୍ବର: ଦୁଇଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଆସନ୍ତା 27 ଓ 28 ତାରିଖରେ ଦୁଇଦିନ ପାଇଁ ଓଡିଶା ଆସିବେ ବୋଲି ଜଣାପଡିଛି।…