ମତାମତ ୭୩ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ବାର୍ତ୍ତା ମୋର ପ୍ରିୟ ଦେଶବାସୀ, (୧) ୭୩ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ମୁଁ ଆପଣମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି । ଦେଶବିଦେଶରେ ରହୁଥିବା ଭାରତମାତାର ସବୁ ସନ୍ତାନଙ୍କ…