ଆଜିର ଖବର ଗଣମାଧ୍ୟମ ଦ୍ୱାରା ଆୟୋଜିତ ପ୍ରାଇଡ ଅଫ ଓଡ଼ିଶା ସମ୍ମାନରେ ଯୋଗଦେଲେ ରାଜ୍ୟପାଳ ଭୁବନେଶ୍ୱର: ଅନ୍ୟମାନଙ୍କ ପାଇଁ ସେବା କରିବାରେ ପ୍ରକୃତ ମହାନତା ନିହିତ ଥାଏ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତି। ଅର୍ଗସ୍ ନ୍ୟୁଜ୍ ଦ୍ୱାରା ଭୁବନେଶ୍ୱରଠାରେ…